- Hits: 435
ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗରେ ଦୁର୍ନୀତି
ନଳକୂପ ଚାନ୍ଦିନୀରେ ସିମେଣ୍ଟ ଲେପ ଦେଇ ଲକ୍ଷାଧିକ ଟଙ୍କା ଚଳୁ ! ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗରେ ନଳକୂପ ଚାନ୍ଦିନୀ ନିର୍ମାଣରେ ମହାଦୁର୍ନୀତି ହୋଇଥିବା...











