- Hits: 346
ଆମ୍ ଆଦମୀ ପାର୍ଟି ଗଜପତି ଜିଲ୍ଲା ତରଫରୁ ଜିଲ୍ଲା କାର୍ଯ୍ୟାଳୟ ଏବଂ ରାମସାଗର ଠାରେ ୭୭ ତମ ସ୍ୱାଧୀନତା ଦିବସ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆମ୍ ଆଦମୀ ପାର୍ଟି ଗଜପତି ଜିଲ୍ଲା ତରଫରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କାର୍ଯ୍ୟାଳୟ ଏବଂ ଗୋଷାଣୀ ବ୍ଲକ ଅନ୍ତର୍ଗତ ରାମସାଗର ଠାରେ ୭୭ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ...









