- Hits: 297
ରିଲାଏନ୍ସ ଜିଓର ଓଡ଼ିଶାରେ ଏକ ନମ୍ବର ସ୍ଥିତି ସୁଦୃଢ, ମେ’ ମାସରେ ଯୋଡ଼ିଲା ସର୍ବାଧିକ ସଂଖ୍ୟକ ନୂଆ ଗ୍ରାହକ: ଟ୍ରାଇ ତଥ୍ୟ
ଭୁବନେଶ୍ୱର: ଓଡ଼ିଶାର ସବୁଠୁ ପସନ୍ଦର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବେ ଯାତ୍ରା ଜାରି ରଖି ରିଲାଏନ୍ସ ଜିଓ ୨୦୨୩ ମେ’ ମାସରେ ସର୍ବାଧିକ ସଂଖ୍ୟକ ନୂଆ ଗ୍ରାହକ ଯୋଡ଼ି ଓଡ଼ିଶାରେ ଏହାର ଏକ ନମ୍ବର ସ୍ଥିତିକୁ ଆହୁରି ସୁଦୃଢ଼ କରିଥିବା ଭାରତୀୟ...








