- Hits: 383
ଓଡ଼ିଶାରେ ଜନଜାତି ଓ ସ୍ଥାୟୀ ବିକାଶ ଦିଗରେ ମିଳିତ ଭାବେ କାର୍ଯ୍ୟ କରିବା ଲାଗି କିସ୍- ୟୁଏନ୍ଡିପି ମଧ୍ୟରେ ବୁଝାମଣା
ଭୁବନେଶ୍ୱର: ଓଡ଼ିଶାରେ ଜନଜାତି ଓ ସ୍ଥାୟୀ ବିକାଶ ଦିଗରେ ମିଳିତ ଭାବେ କାର୍ଯ୍ୟ କରିବା ଲାଗି ମଙ୍ଗଳବାର କିସ୍ ଓ ୟୁଏନ୍ଡିପି ମଧ୍ୟରେ ବୁଝାମଣା ହୋଇଛି। ଏହି ବୁଝାମଣା ପତ୍ରରେ କିସ୍ ପକ୍ଷରୁ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ...