- Hits: 793
ତାଲାବନ୍ଦ ସମୟରେ ପ୍ରଶାସନିକ ଅଧିକାରୀ ମହେନ୍ଦ୍ର ବଢେଇ ନିରବଛିନ୍ନ ଭାବେ ଅସହାୟଙ୍କୁ ଯୋଗାଉଛନ୍ତି ଶୁଖିଲା ଖାଦ୍ୟ ।
ପଦ୍ମପୁର- କରୋନା ମହାମାରୀ ଯୋଗୁଁ ସାରା ରାଜ୍ୟରେ ତାଲାବନ୍ଦ ଘୋଷଣା କରିଛନ୍ତି ରାଜ୍ୟ ସରକାର । ତାଲାବନ୍ଦ ଯୋଗୁଁ ଲୋକମାନେ ଅତି ଆବଶ୍ୟକ ନ ହେଲେ ଘରୁ ବାହାରକୁ ବାହାରୁ ନାହାଁନ୍ତି । ଏପରି ମହାମାରୀର ପ୍ରଭାବ ଗରିବ ଅସହାୟ ତଥା ଖଟିଖିଆ...