- Hits: 405
ବିଜେପିକୁ ଜିତାଇ ପଶ୍ଚିମବଙ୍ଗରେ ସୁନାର ବଙ୍ଗଳା ତିଆରି କରିବା ପାଇଁ ମାତୃଶକ୍ତି କଟିବଦ୍ଧ - ଧର୍ମେନ୍ଦ୍ର ପ୍ରଧାନ
ପଶ୍ଚିମବଙ୍ଗରେ ମାତୃଶକ୍ତି ଜନସଭା ଏବଂ ନିର୍ବାଚନୀ ଶୋଭାଯାତ୍ରାରେ ସମ୍ବୋଧିତ କଲେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ/ଭୁବନେଶ୍ୱର– ପଶ୍ଚିମବଙ୍ଗର ମାତୃଶକ୍ତି ତଥା ମାଆ ଭଉଣୀମାନେ ଚଳିତ ନିର୍ବାଚନରେ ଟିଏମସିର ୧୦ ବର୍ଷର ଶାସନକୁ ପରିବର୍ତନ...