- Hits: 570
ସମଗ୍ର ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଭାଇଚାରା ପରମ୍ପରା ଅନୁଯାୟୀ ଆନନ୍ଦ ଉଲ୍ଲାସର ସହ ଇଦ-ଉଲ-ଫିତର ପାଳିତ ।
ନିଶ୍ଚିନ୍ତକୋଇଲି(ଦେବେନ୍ଦ୍ର ଷଡ଼ଙ୍ଗୀ) ସମଗ୍ର ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଆନନ୍ଦ ଉଲ୍ଲାସର ସହ ଇଦ-ଉଲ-ଫିତର ପାଳିତ ହୋଇଯାଇଛି । ଏହି ଅବସରରେ କଟକ ଜିଲ୍ଲା ପ୍ରସିଦ୍ଧ ନିଶ୍ଚିନ୍ତକୋଇଲି ବ୍ଲକ ଜୟରାମପୁର ଗ୍ରାମପଞ୍ଚାୟତ ଜାମିଆ...









