ନମୁନା ପରୀକ୍ଷା କମିଛି, ଆକ୍ରାନ୍ତଙ୍କ ସଂଖ୍ୟା ବଢିଛି ନୂଆଦିଲ୍ଲୀ (ଏସପିବି) ଆଜି ସାରା ଦେଶରେ ଗତ ୨୪ ଘଣ୍ଟା ଭିତରେ ୫୭,୧୧୭ କୋଭିଡ ପଜିଟିଭ କେଶ ଚିହ୍ନଟ ହୋଇଥିବା ବେଳେ ୭୬୪ ଜଣଙ୍କ ମୃତ୍ୟୁ ହୋଇଛି | ଦେଶରେ ମୋଟ ପଜିଟିଭଙ୍କ...
ନମୁନା ପରୀକ୍ଷା କମିଛି, ଆକ୍ରାନ୍ତଙ୍କ ସଂଖ୍ୟା ବଢିଛି ନୂଆଦିଲ୍ଲୀ (ଏସପିବି) ଆଜି ସାରା ଦେଶରେ ଗତ ୨୪ ଘଣ୍ଟା ଭିତରେ ୫୭,୧୧୭ କୋଭିଡ ପଜିଟିଭ କେଶ ଚିହ୍ନଟ ହୋଇଥିବା ବେଳେ ୭୬୪ ଜଣଙ୍କ ମୃତ୍ୟୁ ହୋଇଛି | ଦେଶରେ ମୋଟ ପଜିଟିଭଙ୍କ...
କାଲି ହୋଟେଲ ଢାବାରେ କାଟୁଥିଲେ ପରିବା, ପୋଛୁଥିଲେ ଟେବୁଲ ଆଉ ମାଜୁଥିଲେ ବାସନ ଆଜି ସେମାନେ ପାଠପଢି ସଫଳତାର ସହ ମାଟ୍ରିକ ପରୀକ୍ଷାରେ ହେଲେ ଉତ୍ତୀର୍ଣ କାଲିର ଶିଶୁ ଶ୍ରମିକ ଆଜି ୬୦%ରୁ ଅଧିକ ମାର୍କ ରଖି ଡେଇଁଲେ ଦଶମ...
ଅଗଷ୍ଟ-୧ ଓ ୨ ଦିନ ଗୋଟାଏ ପର୍ଯ୍ୟନ୍ତ ସଟଡ଼ାଉନ କୋହଳ ବାରିପଦା (ଦିଲ୍ଲୀପ ମହାନ୍ତି ) : ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ଏବଂ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ନିଦେ୍ର୍ଧଶାନୁସାରେ କୋଭିଡ୍-୧୯ ସଂକ୍ରମଣକୁ ପ୍ରତିରୋଧ...
ସମ୍ବଲପୁର, (ରମାକାନ୍ତ ବିଶ୍ବାଳ ): ସମ୍ବଲପୁର ଜିଲ୍ଲାରେ ଆଜି ୫୬ ଜଣ ନୂଆ ପଜିଟିଭ ଚିହ୍ନଟ ହେବା ସହିତ ମୋଟ ଆକ୍ରାନ୍ତ ଙ୍କ ସ°ଖ୍ଯା ୩୯୮ ରେ ପହଞ୍ଚିଛି । ଆଜି ଦିନକ ମଧ୍ୟରେ ଚିହ୍ନଟ ହୋଇଥିବା ୫୬ ଜଣଙ୍କ ମଧ୍ୟରୁ କେବଳ ମାତ୍ର ୧ ଜଣ ...
ଓଡ଼ଗାଁ,(ଶ୍ରୀକାନ୍ତ କୁମାର ମିଶ୍ର) : କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନିକ ସ୍ତରରେ ଅନେକ ପ୍ରତିଷେଧକ ବ୍ୟବସ୍ଥାମାନ ଗ୍ରହଣ କରାଯାଉଥିଲା ବେଳେ କରୋନା ତାର କାୟା ବିସ୍ତାରୀ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି କରିଚାଲିଛି । ଗତକାଲି...