- Hits: 2009
ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ଜାଗାରେ ଚଢ଼ାଉ, ବିପୁଳ ପରିମାଣରେ ବିଦେଶୀ ଓ ଦେଶୀ ମଦ ଜବତ ସହ ଦୁଇ ଗିରଫ ।
ପଦ୍ମପୁର(ଶାସକପ୍ରଶାସକ)- କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସରକାର ସାରା ରାଜ୍ୟରେ ଲକଡାଉନ ଘୋଷଣା କରିଛନ୍ତି । ଏହି ଲକଡାଉନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ ସମସ୍ତ ଦୋକାନ ବଜାର ବନ୍ଦ ରହିଛି । ଏହି ସମୟରେ କିଛି ଅସାଧୁ ମଦ...












