- Hits: 736
କେନ୍ଦ୍ରମନ୍ତ୍ରୀଙ୍କୁ ସ୍ମାରକପତ୍ର ଦେଇଥିବା ବିଜେପି ସାଂସଦମାନଙ୍କ ଅଜ୍ଞତା ଅତ୍ୟନ୍ତ ହାସ୍ୟାସ୍ପଦ : ବିଜେଡି
ଭୁବନେଶ୍ୱର: ଓଡିଶାର ବିଜେପି ସାଂସଦମାନଙ୍କ ଦ୍ୱାରା କେନ୍ଦ୍ରମନ୍ତ୍ରୀ ଶ୍ରୀ ପୀୟୁଷ ଗୋଏଲଙ୍କୁ ଦିଆଯାଇଥିବା ସ୍ମାରକପତ୍ର ସେମାନଙ୍କ ଅଜ୍ଞତାର ଗଭୀରତାକୁ ଦର୍ଶାଉଛି ଯାହା ଅତ୍ୟନ୍ତ ହାସ୍ୟାସ୍ପଦ ଅଟେ ବୋଲି କହିଛନ୍ତି ବିଜେଡି ସାଂସଦ ଡକ୍ଟର...









