ହେଡଲାଇନସ୍:

User Rating: 0 / 5

Star InactiveStar InactiveStar InactiveStar InactiveStar Inactive

ଭୁବନେଶ୍ୱର, ୦୭.୧୦.୨୫: ମହିଳାଙ୍କୁ ସଶକ୍ତ କରିବା କେବଳ ବ୍ୟକ୍ତିତ୍ଵର ବିକାଶ ନୁହେଁ, ବରଂ ସମଗ୍ର ସମାଜକୁ ପରିବର୍ତ୍ତନ କରିବାକୁ ବୁଝାଏ। ଭାରତରେ, ଯେଉଁଠାରେ ଅର୍ଥନୀତିରେ ମହିଳାଙ୍କ ଅଂଶଗ୍ରହଣ, ଅଭିବୃଦ୍ଧିର ସବୁଠାରୁ ଶକ୍ତିଶାଳୀ ଲିଭର...

0
0
0
s2sdefault

User Rating: 5 / 5

Star ActiveStar ActiveStar ActiveStar ActiveStar Active

ବଲାଙ୍ଗିର,ଘନଶ୍ୟାମ ନାଗ (ବିଶେଷ ପ୍ରତିନିଧି):- ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ଜୁ୍ରାବନ୍ଧ ପଞ୍ଚାୟତରେ କାର୍ଯ୍ୟରତ ଯୋଗାଣ ସହାୟକ ଦାଦନ ଯାଉଥିବା ପରିବାରର ପି ଡି ଏସ ଚାଉଳ ଓ ମୃତ୍ୟୁ ବରଣ କରୁଥିବା ହିତାଧିକାରୀମାନଙ୍କ ପି ଡି ଏସ...

0
0
0
s2sdefault

User Rating: 0 / 5

Star InactiveStar InactiveStar InactiveStar InactiveStar Inactive

  ଭୁବନେଶ୍ୱର, ୭ ।୧୦: କିମ୍‍ସର ୭ଟି ବିଭାଗର ୧୫ଜଣ ଡାକ୍ତର ଓ ବିଶେଷଜ୍ଞଙ୍କ ଅକ୍ଳାନ୍ତ ପରିଶ୍ରମ ଫଳରେ ନୂଆ ଜୀବନ ପାଇଛି ଜଣେ ୨ ବର୍ଷ ୭ ମାସ ବୟସର ଶିଶୁ କନ୍ୟା। ପ୍ରଥମ ଥର ପାଇଁ ଓଡ଼ିଶାର କିମ୍‍ସରେ ଏଭଳି ଏକ ଜଟିଳ ଯକୃତ ଅସ୍ତ୍ରୋପଚାର...

0
0
0
s2sdefault

User Rating: 0 / 5

Star InactiveStar InactiveStar InactiveStar InactiveStar Inactive

ଭୁବନେଶ୍ୱର: ଭାରତର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଫସଲ ମଧ୍ୟରୁ କପା ହେଉଛି ଅନ୍ୟତମ ଏହା କେବଳ କପଡ଼ା ପାଇଁ ବ୍ୟବହୃତ ହୁଏ ନାହିଁ ବଂର ଦେଶର ଆର୍ôଥକ, ସାମାଜିକ ଏବଂ ସାଂସ୍କୃତିକ ପରିଚୟକୁ ବାନ୍ଧି ରଖେ। ଅକ୍ଟୋବର ୭ ତାରିଖକୁ ବିଶ୍ୱ କପା ଦିବସ...

0
0
0
s2sdefault

User Rating: 0 / 5

Star InactiveStar InactiveStar InactiveStar InactiveStar Inactive

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ)- , ଜହ୍ନି ଓଷା ହେଉଛି ସଂସ୍କୃତି ସମ୍ପନ୍ନ ଗଂଜାମ ଜିଲ୍ଲାର ଏକ ନିଆରା ପର୍ବ I ଶହ ଶହ ବର୍ଷ ଧରି ଜିଲ୍ଲାର ପ୍ରତ୍ୟେକ ଗ୍ରାମରେ ବିଶେଷକରି କୁମାରୀ ଝିଅ ମାନେ ଏହି ପର୍ବ ପାଳନ କରି ଆସୁଛନ୍ତି I ଏହି ପର୍ବ...

0
0
0
s2sdefault