- Hits: 516
ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ପଦାର୍ପଣର ଶହେ ବର୍ଷ ପୂର୍ତ୍ତି ଅବସରରେ ଝାରସୁଗୁଡ଼ା ମନେ ପକାଇଲା ଜାତିର ପିତାଙ୍କୁ।
ଝାରସୁଗୁଡ଼ା :(ସୁଭାଷ ସହାରେ) : ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ପଦାର୍ପଣର ଶହେ ବର୍ଷ ପୁରିଲା। ଏ ଉପଲକ୍ଷେ ସରକାରଙ୍କ ପକ୍ଷରୁ ରାଜ୍ୟର ସବୁ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଝାରସୁଗୁଡ଼ାରେ ମଧ୍ୟ ସରକାରୀ...









