ଶ୍ରାଦ୍ଧବାର୍ଷିକୀ ପର୍ଯ୍ୟନ୍ତ ଜୀବନ ବିନ୍ଦୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଭୁବନେଶ୍ୱର (ଶାସକ ପ୍ରଶାସକ) : ପ୍ରବାଦ ପୁରୁଷବିଜୁ ପଟ୍ଟନାୟକଙ୍କ ୧୦୫ ତମଜନ୍ମବାର୍ଷିକୀ ଉପଲକ୍ଷେ ବିଜୁ ଯୁବଛାତ୍ର ଜନତା ଦଳ ପକ୍ଷରୁ କଟକ ସ୍ଥିତ...

ଭୁବନେଶ୍ୱର : ୨୦୨୫ ସୁଦ୍ଧା ଦୁଃସାଧ୍ୟ ବ୍ୟାଧି ଯକ୍ଷ୍ମା ବା ଟ୍ୟୁବରକ୍ୟୁଲୋସିସ୍ (ଟି.ବି)ର ସମ୍ପୂର୍ଣ୍ଣ ମୁଳୋତ୍ପାଟନ ନିମନ୍ତେ ଭାରତ ପ୍ରସ୍ତୁତ ହେଉଥିବା ବେଳେ ଏହି ରୋଗ ସହ ଯୁଦ୍ଧ କରିବା ପାଇଁ କ୍ୟାଟରିଜ ବ୍ୟବହୃତ ନୁ୍ୟକ୍ଲି ଏସିଡ୍...
ରାୟଗଡା (ସରୋଜ କୁମାର ସାହୁ): ଜିଲ୍ଲା ପ୍ରଶାସନ ୨୦୨୦ ମସିହା ପାଇଁ ରାୟଗଡା ଜିଲ୍ଲାର ୫୫୯ଟି ଗ୍ରାମକୁବାଲ୍ୟ ବିବାହ ମୁକ୍ତ ଗ୍ରାମ ବୋଲି ଘୋଷଣା କରିଛନ୍ତି I ୨୦୨୦ ମସିହାଘର ନିଜ ଗ୍ରାମଘର ଗୋଟିଏ ବି ବାଲ୍ୟ ବିବାହ ନ ହୋଇଥିବା ଯୋଗୁଁ...
ଓଡିଶା ଭାଷା ଓ ରାଜ୍ୟସୁରକ୍ଷା ପାଇଁ ଦାବି । ସମ୍ବଲପୁର,(ରମାକାନ୍ତ ବିଶ୍ବାଳ)-ଓଡିଶାର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଥିବା ମାଲକାନଗିରି ଜିଲ୍ଲାର କୋଟିଆ ଅଞ୍ଚଳରେ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ସରକାର ଅନୁପ୍ରବେଶ କରି ନିର୍ବାଚନ କରିବା...
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ବିଶ୍ବ ମାତୃଭାଷା ଦିବସ ଅବସରରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡିର ବିଷ୍ଣୁମୋହନ ଅଧିକାରୀ ଓଡିଆ ଭାଷା ତଥା ସାହିତ୍ୟରେ ଉଲ୍ଲେଖନୀୟ ଅବଦାନ କରିଥିବା ପାରଳଖେମୁଣ୍ଡିର ଲେଖକ, କବି ଓ ଗବେଷକ ମାନଙ୍କ...