- Hits: 302
ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ କୋଭିଡ୍ ଯୋଦ୍ଧାଙ୍କ ସମ୍ମାନାର୍ଥେ ୧ ମିନିଟ୍ ନୀରବ ପ୍ରାର୍ଥନା ସହ ଶପଥ ପାଠ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ୫ ତାରିଖ ସଂଧ୍ୟା ୬ ଘଣ୍ଟା ସମୟରେ ନିଜ ଘରେ ତଥା ଯିଏ ଯେଉଁଠାରେ ବି ଥାନ୍ତୁ ସେହିଠାରେ ଠିଆ ହୋଇ କୋଭିଡ୍ ଯୋଦ୍ଧାଙ୍କ ସମ୍ମାନାର୍ଥେ ଏକ ମିନିଟ ନୀରବ ପ୍ରାର୍ଥନା ସହ କୋଭିଡ୍ ଯୋଦ୍ଧାଙ୍କୁ...












