- Hits: 336
କରୋନା ଓ ଅନ୍ୟ ଦୁଃସାଧ୍ୟ ରୋଗରୁ ସୁସ୍ଥ ହେଲେ ମହିଳା : ସମ୍ କୋଭିଡ ହସ୍ପିଟାଲ୍ ଡାକ୍ତରଙ୍କ ଉଦ୍ୟମ ହେଲା ସଫଳ
ଭୁବନେଶ୍ୱର(ଶାସକ ପ୍ରଶାସକ) : କରୋନା ମୁକ୍ତ ହେଲେ, ଦୁଃସାଧ୍ୟ ବ୍ୟାଧିରୁ ବି ସୁସ୍ଥ ହୋଇ ଘରକୁ ଫେରିଲେ। ସମ୍ କୋଭିଡହସ୍ପିଟାଲର ଡାକ୍ତରମାନଙ୍କ ନିରବଚ୍ଛିନ୍ନ ସେବା ଓ ଆପ୍ରାଣ ଉଦ୍ୟମ ଫଳରେ ନୂଆ ଜୀବନ ପାଇଛନ୍ତି କରୋନା ତଥା ଏକ ବିରଳ ରୋଗର...












