- Hits: 423
ଓଡ଼ିଶାରେ ୫୭,୩୭୯ କୋଟି ବ୍ୟୟରେ କାର୍ଯ୍ୟକାରୀ ହେଉଥିବା ୪୬ ଟି ସାଗରମାଳା ପ୍ରକଳ୍ପର ସମୀକ୍ଷା କଲେ ଧର୍ମେନ୍ଦ୍ର
• ପ୍ରଧାନମନ୍ତ୍ରୀ ଏବଂ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ • 46ଟି ସାଗରମାଳା ପ୍ରକଳ୍ପ ମଧ୍ୟରୁ ୫୦୦୬ କୋଟି ମୂଲ୍ୟର ୧୪ଟି ପ୍ରକଳ୍ପର କାମ ଶେଷ • ୩୩,୨୫୪ କୋଟି ଟଙ୍କା ମୂଲ୍ୟର ୨୨ ଟି ପ୍ରକଳ୍ପ...








