- Hits: 773
ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ମାନଙ୍କ ସୁବିଧା ପାଇଁ ୫-ଟି ଅଧିନରେ୧୧ ପ୍ରକାର ସେବା ଅନ୍ଲାଇନରେ ମିଳିବ
ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ବିକାଶ ପାଇଁ ସରକାର ପ୍ରତିଶ୍ରୃତିବଦ୍ଧ - ମୁଖ୍ୟମନ୍ତ୍ରୀ ଭୁବନେଶ୍ବର : ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ବିକାଶ ପାଇଁ ସରକାର ପ୍ରତିଶୃତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।...









