- Hits: 436
ଆଶାକର୍ମୀମାନଙ୍କୁ ଜିଲ୍ଲା ଖଣିଜ ପାଣ୍ଠି ଯୋଗାଇ ଦେବା ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ବାରିପଦା(ଦିଲ୍ଲୀପ ମହାନ୍ତି )- ପ୍ରଧାନମନ୍ତ୍ରୀ ମୋଦୀ ବଲାଙ୍ଗୀର ଗସ୍ତ ସମୟରେ ରାଜ୍ୟ ଖଣିଜ ପାଣ୍ଠି ଖର୍ଚ୍ଚ କରିବା କ୍ଷେତ୍ରରେ ଓଡ଼ିଶା ସରକାର ବିଫଳ ହୋଇଛି ବୋଲି ନିଜ ଭାଷଣରେ ପ୍ରକାଶ କରିବା ପରେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି...